ପ୍ରେରିତ 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯିରୂଶାଲମ ସହରର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକ-ସମୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ଵାରା ଆକ୍ରା; ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ। Gade chapit laଓଡିଆ ବାଇବେଲ16 ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ଯିରୂଶାଲମର ଆଖପାଖ ସହରମାନଙ୍କରୁ ଏକ ବିରାଟ ଜନତା ରୋଗୀ ଓ ଭୂତଗ୍ରସ୍ତ ଲୋକମାନଙ୍କୁ ନେଇ ଶିଷ୍ୟମାନଙ୍କ ନିକଟକୁ ଆସୁଥିଲେ ଓ ସେମାନେ ସମସ୍ତେ ସୁସ୍ଥ ହେଉଥିଲେ। Gade chapit laପବିତ୍ର ବାଇବଲ16 ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ। Gade chapit la |