Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ ରୂପେ ରୁଦ୍ଧ ହୋଇଅଛି ଓ ଦ୍ଵାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ଵାର ଫିଟାନ୍ତେ, ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 "ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ ।"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 “କାରାଗାରରେ ପହଞ୍ôଚ ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ ଭାବରେ ରୁଦ୍ଧ ହୋଇଛି ଓ ପ୍ରହରୀମାନେ ଦ୍ୱାର ସାମ୍ନାରେ ପହରା ଦେଉଛନ୍ତି, କିନ୍ତୁ ଫାଟକ ଖୋଲିବା ପରେ ଭିତରେ ଆମେ କାହାକୁ ପାଇଲୁ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

23 “ଆମ୍ଭେ କାରାଗାରରେ ଭଲ ଭାବରେ ତାଲା ପଡ଼ିଥିବାର ଦେଖିଲୁ ଓ ଜଗୁଆଳୀମାନଙ୍କୁ ଦ୍ୱାର ପାଖରେ ଠିଆ ହେବାର ମଧ୍ୟ ଦେଖିଲୁ। କିନ୍ତୁ ଆମ୍ଭେ ଯେତେବେଳେ କାରାଗାର ଖୋଲି ଦେଖିଲୁ, ସେତେବେଳେ ସେଠାରେ କେହି ନ ଥିଲେ।”

Gade chapit la Kopi




ପ୍ରେରିତ 5:23
13 Referans Kwoze  

ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।


ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ।


କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ,


ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।


Swiv nou:

Piblisite


Piblisite