Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ହତବୁଦ୍ଧି ହେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

24 ଏହି ସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କ'ଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଏକଥା ଶୁଣି ପ୍ରଧାନ ଯାଜକ ଓ ମନ୍ଦିର ପ୍ରହରୀମାନଙ୍କ ଦାୟିତ୍ୱରେ ଥିବା କର୍ମଚାରୀ ସ୍ତମ୍ଭୀଭୂତ ହେଲେ। ପ୍ରେରିତ ଶିଷ୍ୟମାନଙ୍କ ପ୍ରତି କଅଣ ଘଟିଛି, ସେମାନେ ବୁଝିପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

24 ଏ କଥା ଶୁଣି ମନ୍ଦିରର ସେନାପତି ଓ ମହାଯାଜକ ବିବ୍ରତ ହୋଇପଡ଼ିଲେ ଓ “ଏହାର ପରିଣାମ କ’ଣ ହେବ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।”

Gade chapit la Kopi




ପ୍ରେରିତ 5:24
17 Referans Kwoze  

ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ, ଏହା ଭୟ କରୁଥିଲେ।


ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,


ଆଉ, ସମସ୍ତେ ଆଚମ୍ଭିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ, ଏହାର ଅର୍ଥ କଅଣ?


ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି।


ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?


ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ।


ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି।


Swiv nou:

Piblisite


Piblisite