ପ୍ରେରିତ 5:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର ତାହାଙ୍କୁ ଉଠାଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କୁ ଉଠାଇଅଛନ୍ତି। Gade chapit laଓଡିଆ ବାଇବେଲ30 ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)30 ତୁମ୍ଭେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟକବିଦ୍ଧ କରି ମାରି ଦେବା ପରେ, ଆମ ପୂର୍ବପୁରୁଷମାନଙ୍କର ଈଶ୍ୱର, ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। Gade chapit laପବିତ୍ର ବାଇବଲ30 ତୁମ୍ଭେମାନେ ଯେଉଁ ଯୀଶୁଙ୍କୁ କ୍ରୁଶରେ ଝୁଲେଇ ହତ୍ୟା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ୱର ମୃତ୍ୟୁରୁ ଉଠାଇଛନ୍ତି। Gade chapit la |
ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”