Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କଅଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କʼଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେ ବିଷୟରେ ସାବଧାନ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କ'ଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଓ ମହାସଭାର ସଦସ୍ୟମାନଙ୍କୁ କହିଲେ, “ଇଶ୍ରାୟେଲୀୟ ଭାଇମାନେ, ଏହି ଲୋକଙ୍କ ପ୍ରତି ଯାହା କରିବାକୁ ଯାଉଛନ୍ତି, ଟିକିଏ ସାବଧାନ ହୋଇ କରିବେ।

Gade chapit la Kopi

ପବିତ୍ର ବାଇବଲ

35 ତା'ପରେ ସେ ସେମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ।

Gade chapit la Kopi




ପ୍ରେରିତ 5:35
6 Referans Kwoze  

ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।


ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।


ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।


ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”


କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,


କାରଣ ଏଥିପୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ।


Swiv nou:

Piblisite


Piblisite