ପ୍ରେରିତ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ। Gade chapit laଓଡିଆ ବାଇବେଲ10 ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)10 କିନ୍ତୁ ପବିତ୍ରଆତ୍ମା ସ୍ତିଫାନଙ୍କୁ ଏପରି ଆଜ୍ଞା ଦେଲେ ଯେ, କେହି ତାଙ୍କର ଯୁକ୍ତି ଖଣ୍ଡନ କରିପାରିଲେ ନାହିଁ। Gade chapit laପବିତ୍ର ବାଇବଲ10 କିନ୍ତୁ ସେମାନେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖରେ ଯୁକ୍ତି ବାଢ଼ି ପାରିଲେ ନାହିଁ। Gade chapit la |