Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

15 ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେତେବେଳେ ସେଠାରେ ବସିଥିବା ସମସ୍ତେ ଏକ ଲୟରେ ସ୍ତିଫାନଙ୍କ ଆଡ଼େ ଚାହିଁ ଦେଖିଲେ ଯେ ତାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦିଶୁଥିଲା।

Gade chapit la Kopi

ପବିତ୍ର ବାଇବଲ

15 ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।

Gade chapit la Kopi




ପ୍ରେରିତ 6:15
9 Referans Kwoze  

ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ। ଯାହାର କାନ ଅଛି, ସେ ଶୁଣୁ।”


ଜ୍ଞାନବାନ‍ର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।


ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।


କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ।


ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା।


ସେଥିରେ ମହାଯାଜକ ପଚାରିଲେ, ଏହି ସମସ୍ତ ଅଭିଯୋଗ କି ସତ୍ୟ?


Swiv nou:

Piblisite


Piblisite