Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତାହାପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇ ପଠାଇଲେ। ସେଥିରେ ଯାକୁବ ମିସରକୁ ଗଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତତ୍ପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ଵ ସମସ୍ତଙ୍କୁ ଡକାଇ ପଠାଇଲେ। ସେଥିରେ ଯାକୁବ ମିସରକୁ ଗଲେ।;

Gade chapit la Kopi

ଓଡିଆ ବାଇବେଲ

14 ତା'ପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇପଠାଇଲେ । ସେଥିରେ ଯାକୁବ ମିସରକୁ ଗଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତା’ପରେ ଯୋସେଫ ତାଙ୍କ ପିତା ଯାକୁବ ଓ ତାଙ୍କ ପରିବାରର ସମୁଦାୟ ପଞ୍ଚସ୍ତରୀ ଜଣଙ୍କୁ ମିସରକୁ ଆସିବା ପାଇଁ ନିମନ୍ତ୍ରଣ କଲେ।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ଯୋଷେଫ ତାହାଙ୍କ ଭାଇମାନଙ୍କୁ ପଠାଇ ନିଜ ପିତା ଯାକୁବ ଓ ସମସ୍ତ ସମ୍ପର୍କୀୟଙ୍କୁ ନିଜ ପାଖକୁ ଡକେଇ ଆଣିଲେ। ସେମାନେ ସମୁଦାୟ ସତୁରି ଜଣ ଥିଲେ।

Gade chapit la Kopi




ପ୍ରେରିତ 7:14
9 Referans Kwoze  

ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।


ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।


ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।


ଯିହୁଦାର ପୁତ୍ର ଏର, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।


ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


Swiv nou:

Piblisite


Piblisite