Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।

Gade chapit la Kopi

ଓଡିଆ ବାଇବେଲ

22 ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ସେ ମିସରର ସମସ୍ତ ଜ୍ଞାନରେ ଶିକ୍ଷା ପାଇଲେ, ତାଙ୍କର କଥା ଓ କାର୍ଯ୍ୟରେ ଜଣେ ମହାନ୍ ବ୍ୟକ୍ତି ରୂପେ ପରିଚିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

22 ମୋଶା ମିଶରବାସୀମାନଙ୍କର ସମସ୍ତ ବିଦ୍ୟାରେ ଶିକ୍ଷିତ ହେଲେ। ସେ ନିଜ ବକ୍ତବ୍ୟ ଓ କାମରେ ଶକ୍ତିଶାଳୀ ଥିଲେ।

Gade chapit la Kopi




ପ୍ରେରିତ 7:22
6 Referans Kwoze  

ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?


ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।


ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ ହେଲେ।


ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,


Swiv nou:

Piblisite


Piblisite