ପ୍ରେରିତ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତାହାଙ୍କୁ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍ ଇସ୍ରାଏଲ ସନ୍ତାନମାନଙ୍କୁ, ସାକ୍ଷାତ କରିବା ନିମନ୍ତେ ତାହାଙ୍କ ମନରେ ଇଚ୍ଛା ଜାତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ତାଙ୍କ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍, ଇସ୍ରାଏଲ ସନ୍ତାନମାନଙ୍କୁ ସଂଖୋଳିବା ନିମନ୍ତେ ତାଙ୍କ ଇଚ୍ଛା ଜାତ ହେଲା। Gade chapit laଓଡିଆ ବାଇବେଲ23 ତା'ଙ୍କୁ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍ ଇସ୍ରାଏଲ ସନ୍ତାନମାନଙ୍କୁ, ପରିଦର୍ଶନ କରିବା ନିମନ୍ତେ ତା'ଙ୍କ ଇଚ୍ଛା ଜାତ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)23 “ମୋଶାଙ୍କର ବୟସ ଯେତେବେଳେ ଚାଳିଶ ବର୍ଷ, ସେ ତାଙ୍କର ଇଶ୍ରାୟେଲୀୟ ଭାଇମାନଙ୍କ ପ୍ରତି କିପରି ବ୍ୟବହାର କରାଯାଉଛି, ତାହା ଜାଣିବାକୁ ସ୍ଥିର କଲେ। Gade chapit laପବିତ୍ର ବାଇବଲ23 “ତାହାଙ୍କୁ ଗ୍ଭଳିଶ୍ ବର୍ଷ ବୟସ ହେବା ବେଳେ ସେ ନିଜ ଭାଇମାନଙ୍କୁ ତଥା ଇସ୍ରାଏଲ ଲୋକମାନଙ୍କୁ ସାକ୍ଷାତ କରିବା ପାଇଁ ଇଚ୍ଛା କଲେ। Gade chapit la |