ପ୍ରେରିତ 7:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା? Gade chapit laପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକ ସ୍ଵରୂପେ ନିଯୁକ୍ତ କଲା? Gade chapit laଓଡିଆ ବାଇବେଲ27 କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା ? Gade chapit laପବିତ୍ର ବାଇବଲ (CL) NT (BSI)27 କିନ୍ତୁ ଯେଉଁ ଲୋକଟି ଅନ୍ୟ ପ୍ରତି ଦୁର୍ବ୍ୟବହାର କରୁଥିଲା, ସେ ମୋଶାଙ୍କୁ ଆଡ଼େଇ ଦେଇ ପଚାରିଲା, ‘ଆମ ଉପରେ ତୋତେ କିଏ ଶାସକ ଓ ବିଚାରପତି କରିଛି? Gade chapit laପବିତ୍ର ବାଇବଲ27 ଏହା ଶୁଣି ପଡ଼ୋଶୀ ପ୍ରତି ଅନ୍ୟାୟ କରୁଥିବା ଲୋକଟି ମୋଶାଙ୍କୁ ଠେଲିଦେଇ କହିଲା, ‘ତୁମ୍ଭକୁ ଆମ୍ଭ ଶାସକ ଓ ବିଗ୍ଭରକ ରୂପେ କିଏ ନିଯୁକ୍ତି ଦେଲା? Gade chapit la |