Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ତଳୀ ମଧ୍ୟରେ ଥାଇ ସୀନୟ ପର୍ବତରେ ତାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38 ସେହି ମୋଶା ମରୁପ୍ରାନ୍ତରରେ ଏକତ୍ରିତ ହୋଇଥିବା ଇଶ୍ରାୟେଲୀୟମାନଙ୍କ ସଙ୍ଗରେ ଥିଲେ। ସେ ସୀନୟ ପର୍ବତରେ ଆମ ପୂର୍ବପୁରୁଷମାନଙ୍କ ସହିତ ଓ ତାଙ୍କ ସହିତ କଥା କହିଥିବା ସ୍ୱର୍ଗଦୂତଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପରିବେଷଣ କରିବା ପାଇଁ ସେ ଈଶ୍ୱରଙ୍କଠାରୁ ଜୀବନ୍ତ ବାକ୍ୟ ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ

38 ଏହି ମୋଶା ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀରେ ଥିଲେ। ଯେଉଁ ସ୍ୱର୍ଗଦୂତ ସୀନୟ ପର୍ବତରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହୋଇଥିଲେ, ସେହି ସ୍ୱର୍ଗଦୂତ ଆମ୍ଭ ପିତୃପୁରୁଷ ମୋଶାଙ୍କ ସହିତ ଥିଲେ, ମୋଶା ପରମେଶ୍ୱରଙ୍କଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମୋଶା ଆମ୍ଭମାନଙ୍କୁ ଦେଲେ।

Gade chapit la Kopi




ପ୍ରେରିତ 7:38
26 Referans Kwoze  

ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।


କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।”


କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ, ତାହା ଯାକୁବ-ସମାଜର ଅଧିକାର।


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।


କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,


ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ବର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।


ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।


Swiv nou:

Piblisite


Piblisite