ପ୍ରେରିତ 7:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)41 ଆଉ, ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ41 ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (CL) NT (BSI)41 ସେ ସମୟରେ ସେଠାରେ ସେମାନେ ଏକ ବାଛୁରୀର ପ୍ରତିମା ତିଆରି କଲେ ଓ ତା’ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ। ପୁଣି ନିଜେ ତିଆରି କରିଥିବା ସେହି ପ୍ରତିମାର ସମ୍ମାନାର୍ଥେ ଏକ ଭୋଜି ପ୍ରସ୍ତୁତ କଲେ। Gade chapit laପବିତ୍ର ବାଇବଲ41 ସେହି ସମୟରେ ସେମାନେ ଗୋଟିଏ ବାଛୁରିର ମୂର୍ତ୍ତି ତିଆରି କରି ସେହି ମୂର୍ତ୍ତି ଆଗରେ ବଳି ଦେଲେ। ସେମାନେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସୀ ହେଲେ। Gade chapit la |
ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।