ପ୍ରେରିତ 7:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣ-ମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରି ବଧ କରିଅଛନ୍ତି; Gade chapit laଓଡିଆ ବାଇବେଲ52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)52 ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ଦ୍ୱାରା ଉତ୍ପୀଡ଼ିତ ନ ହୋଇଥିବା କୌଣସି ଭାବବାଦୀ ଅଛନ୍ତି କି? ଈଶ୍ୱରଙ୍କ ଯେଉଁ ବାର୍ତ୍ତାବହମାନେ ବହୁ ପୂର୍ବେ ତାଙ୍କ ପବିତ୍ର ଦାସଙ୍କ ଆଗମନ ବିଷୟରେ ଘୋଷଣା କରିଥିଲେ, ତୁମ ପୂର୍ବପୁରୁଷମାନେ ସେମାନଙ୍କୁ ହତ୍ୟା କଲେ। Gade chapit laପବିତ୍ର ବାଇବଲ52 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ। Gade chapit la |