ପ୍ରେରିତ 7:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)53 ଆପଣମାନେ ଦୂତମାନଙ୍କ ଦ୍ଵାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ। Gade chapit laଓଡିଆ ବାଇବେଲ53 ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ (ଆଦ୍ୟ) ପ୍ରତିଷ୍ଠିତ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)53 ବର୍ତ୍ତମାନ ତୁମ୍ଭେମାନେ ତାଙ୍କ ପ୍ରତି ବିଶ୍ୱାସଘାତକତା କରି ତାଙ୍କୁ ହତ୍ୟା କରିଛ। ତୁମ୍ଭେମାନେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ପ୍ରଦତ୍ତ ଈଶ୍ୱରଙ୍କ ବିଧିବିଧାନ ସବୁ ପାଇଛ - ତଥାପି ତାହା ପାଳନ କରି ନାହଁ।” Gade chapit laପବିତ୍ର ବାଇବଲ53 ତୁମ୍ଭେମାନେ ପରମେଶ୍ୱରଙ୍କ ଦୂତ ଦ୍ୱାରା ମୋଶାଙ୍କୁ ଦିଆଯାଇଥିବା ବ୍ୟବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ୟ ହୋଇ ନାହଁ।” Gade chapit la |