ପ୍ରେରିତ 7:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 “ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)56 ଦେଖନ୍ତୁ, ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖୁଅଛି। Gade chapit laଓଡିଆ ବାଇବେଲ56 ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)56 ସେ କହିଲେ, “ଦେଖ, ମୁଁ ସ୍ୱର୍ଗ ଉନ୍ମୁକ୍ତ ହେବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉଭା ହୋଇଥିବା ଦେଖୁଛି!” Gade chapit laପବିତ୍ର ବାଇବଲ56 ସ୍ତିଫାନ କହିଲେ, “ଦେଖ, ମୁଁ ସ୍ୱର୍ଗକୁ ଖୋଲା ଅବସ୍ଥାରେ ଓ ପରମେଶ୍ୱରଙ୍କ ଡାହାଣ ପଟେ ମନୁଷ୍ୟପୁତ୍ରଙ୍କୁ ଠିଆ ହେବାର ଦେଖୁଛି।” Gade chapit la |