Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:59 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋର ଆତ୍ମା ଗ୍ରହଣ କର।

Gade chapit la Kopi

ଓଡିଆ ବାଇବେଲ

59 ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

59 ସେମାନେ ସ୍ତିଫାନଙ୍କ ଉପରେ ପଥର ଫିଙ୍ଗୁଥିବା ସମୟରେ ସେ ପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ପ୍ରଭୁ ଯୀଶୁ, ମୋର ଆତ୍ମାକୁ ଗ୍ରହଣ କର!”

Gade chapit la Kopi

ପବିତ୍ର ବାଇବଲ

59 ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।”

Gade chapit la Kopi




ପ୍ରେରିତ 7:59
12 Referans Kwoze  

ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।


ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।


ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।


କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।


ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।


ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।


ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?


ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


Swiv nou:

Piblisite


Piblisite