Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,

Gade chapit la Kopi

ଓଡିଆ ବାଇବେଲ

15 ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେମାନେ ସେଠାରେ ପହଞ୍ôଚବା ପରେ ଶିମରୋଣୀୟ ବିଶ୍ୱାସୀମାନେ ଯେପରି ପବିତ୍ରଆତ୍ମା ପାଇବେ, ସେଥିପାଇଁ ପ୍ରାର୍ଥନା କଲେ।

Gade chapit la Kopi

ପବିତ୍ର ବାଇବଲ

15 ପିତର ଓ ଯୋହନ ସେଠାରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କରି ପାରିବେ।

Gade chapit la Kopi




ପ୍ରେରିତ 8:15
7 Referans Kwoze  

ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।


ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ।


ଅତଏବ, ଯେ ପରଭାଷାରେ କଥା କହେ, ସେ ଯେପରି ଅର୍ଥ କରିପାରେ, ଏଥିନିମନ୍ତେ ପ୍ରାର୍ଥନା କରୁ।


Swiv nou:

Piblisite


Piblisite