Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।

Gade chapit la Kopi

ଓଡିଆ ବାଇବେଲ

19 ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତେଣୁ ସେ ପିତର ଯୋହନଙ୍କୁ ଟଙ୍କା ଯାଚି କହିଲା, “ମୁଁ ଅନ୍ୟମାନଙ୍କ ଉପରେ ହାତ ରଖିଲେ, ସେମାନେ ଯେପରି ପବିତ୍ରଆତ୍ମା ପାଇପାରନ୍ତି, ଏଥିପାଇଁ ମୋତେ ଏହି ଶକ୍ତି ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

19 ‘‘ମୋତେ ମଧ୍ୟ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ରଆତ୍ମା ପାଇ ପାରିବ।”

Gade chapit la Kopi




ପ୍ରେରିତ 8:19
9 Referans Kwoze  

ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ।


ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ପବିତ୍ର ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,


କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ବରଙ୍କ ଦାନ କିଣିବାକୁ ଭାବିଲ।


Swiv nou:

Piblisite


Piblisite