ପ୍ରେରିତ 8:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହି ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ବରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ। Gade chapit laଓଡିଆ ବାଇବେଲ21 ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)21 ଆମ କାର୍ଯ୍ୟରେ ତୁମର କୌଣସି ଅଂଶ ନାହିଁ। କାରଣ ଈଶ୍ୱରଙ୍କ ଦୃଷ୍ଟିରେ ତୁମ ହୃଦୟ ସରଳ ନୁହେଁ। Gade chapit laପବିତ୍ର ବାଇବଲ21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।