Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବା ଆଉ କାହା ବିଷୟରେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବିଷୟରେ ବା ଆଉ କାହା ବିଷୟରେ?

Gade chapit la Kopi

ଓଡିଆ ବାଇବେଲ

34 ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି ? ଆପଣା ବା ଆଉ କାହା ବିଷୟରେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 କର୍ମଚାରୀ ଫିଲିପ୍ପଙ୍କୁ ପଚାରିଲେ, “ଭାବବାଦୀ କାହା ବିଷୟରେ ସୂଚନା ଦେଉଛନ୍ତି, ମୋତେ କୁହନ୍ତୁ। ତାଙ୍କ ନିଜ ବିଷୟରେ କିମ୍ବା ଅନ୍ୟ କାହା ବିଷୟରେ?

Gade chapit la Kopi

ପବିତ୍ର ବାଇବଲ

34 ନପୁଂସକ ଫିଲି‌ପ୍‌ପଙ୍କୁ କହିଲେ, “ମୋତେ ଦୟାକରି କୁହ, କାହା ବିଷୟରେ ଭବିଷ୍ୟ‌ଦ୍‌ବକ୍ତା ଏହା କହୁଛନ୍ତି? ସେ ତାହାଙ୍କ ନିଜ ବିଷୟରେ କହୁଛନ୍ତି ନା ଆଉ କାହା ବିଷୟରେ କହୁଛନ୍ତି?”

Gade chapit la Kopi




ପ୍ରେରିତ 8:34
6 Referans Kwoze  

ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇ ଦିଅନ୍ତୁ।


ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ।


ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଆସିଥିଲେ;


ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରିପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା।”


ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ।


Swiv nou:

Piblisite


Piblisite