ପ୍ରେରିତ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ5 ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)5 ଶମିରୋଣର ପ୍ରଧାନ ନଗରକୁ ଯାଇ ଫିଲିପ୍ପ, ସେଠାକାର ଲୋକମାନଙ୍କ ନିକଟରେ ସମୀହଙ୍କ ବାର୍ତ୍ତା ପ୍ରଚାର କଲେ। Gade chapit laପବିତ୍ର ବାଇବଲ5 ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟରେ ସେମାନଙ୍କ ନିକଟରେ ପ୍ରଗ୍ଭର କଲେ। Gade chapit la |