Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି।

Gade chapit la Kopi

ଓଡିଆ ବାଇବେଲ

14 ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଆଉ ସେ ମୁଖ୍ୟ ଯାଜକମାନଙ୍କଠାରୁ କ୍ଷମତା ପତ୍ର ନେଇ, ଦାମାସ୍କସ୍ରେ ଆପଣଙ୍କ ଉପାସନକମାନଙ୍କୁ ଧରି ନେଇ ଯିବା ପାଇଁ ଆସିଛି।”

Gade chapit la Kopi

ପବିତ୍ର ବାଇବଲ

14 ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।”

Gade chapit la Kopi




ପ୍ରେରିତ 9:14
8 Referans Kwoze  

ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ?


ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର।”


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।


କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।


Swiv nou:

Piblisite


Piblisite