Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ତାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାଙ୍କୁ ଘେନି ଗୋଟିଏ ବେତାରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

25 କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 କିନ୍ତୁ ଦିନେ ରାତିବେଳେ ଶାଉଲଙ୍କ ଶିଷ୍ୟମାନେ ତାଙ୍କୁ ଗୋଟିଏ ଟୋକେଇରେ ରଖି ପାଚେରୀର ଏକ ଖୋଲା ବାଟ ଦେଇ ତଳକୁ ଖସାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

25 କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତିରେ ଟୋକେଇରେ ନେଇ ପାଚେରୀ ଆରପଟେ ଛାଡ଼ି ଦେଲେ।

Gade chapit la Kopi




ପ୍ରେରିତ 9:25
7 Referans Kwoze  

ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି।


ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।


ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ।


କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରିପାରନ୍ତି, ଏଥିନିମନ୍ତେ ଦିବାରାତ୍ର ମଧ୍ୟ ନଗରଦ୍ୱାରସବୁ ଜଗି ରହିଲେ,


ପରେ ସେ ଯିରୂଶାଲମ ସହରକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ।


ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,


Swiv nou:

Piblisite


Piblisite