Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତାହା ଜାଣି ପାରି ଭାଇମାନେ ତାଙ୍କୁ କାଇସରିଆକୁ ଘେନିଯାଇ ତାର୍ଷକୁ ପଠାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

30 ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ବିଶ୍ୱାସୀମାନେ ଏ କଥା ଜାଣିପାରି ଶାଉଲଙ୍କୁ କାଇସରିଆକୁ ନେଇଗଲେ ଓ ସେଠାରୁ ତାଙ୍କୁ ତାର୍ଷିସକୁ ପଠାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

30 ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇଦେଲେ।

Gade chapit la Kopi




ପ୍ରେରିତ 9:30
11 Referans Kwoze  

ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,


ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ସହରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;


କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।


ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।


କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।


ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।


ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”


କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ।


Swiv nou:

Piblisite


Piblisite