ପ୍ରେରିତ 9:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦ ନଗରବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। Gade chapit laଓଡିଆ ବାଇବେଲ32 ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ । Gade chapit laପବିତ୍ର ବାଇବଲ (CL) NT (BSI)32 ପିତର ବିଭିନ୍ନ ସ୍ଥାନରେ ଭ୍ରମଣ କରୁ କରୁ ଥରେ ଲୁଦାରେ ବାସ କରୁଥିବା ପ୍ରଭୁଙ୍କ ଲୋକମାନଙ୍କୁ ସାକ୍ଷାତ କରିବାକୁ ଗଲେ। Gade chapit laପବିତ୍ର ବାଇବଲ32 ଇତି ମଧ୍ୟରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶେଷରେ ଲୂଦ ନଗରରେ ରହୁଥିବା ସାଧୁମାନଙ୍କ ପାଖରେ ଆସି ପହଞ୍ଚିଲେ। Gade chapit la |