Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ।

Gade chapit la Kopi

ଓଡିଆ ବାଇବେଲ

37 ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ସେହି ସମୟରେ ଅସୁସ୍ଥ ହୋଇ ସେ ପ୍ରାଣତ୍ୟାଗ କଲେ। ବନ୍ଧୁମାନେ ତାଙ୍କ ଶରୀରକୁ ସ୍ନାନ କରାଇ ଉପର ମହଲାରେ ଶୁଆଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

37 ପିତର ଯେତେବେଳେ ଲୂଦରେ ଥିଲେ, ସେତେବେଳେ ସେ ଅସୁସ୍ଥ ହୋଇ ମରିଗଲେ। ଲୋକମାନେ ତାହାଙ୍କର ଶରୀରକୁ ଧୋଇ ଉପର ମହଲାର କୋଠରୀରେ ଶୁଆଇ ଦେଲେ।

Gade chapit la Kopi




ପ୍ରେରିତ 9:37
6 Referans Kwoze  

ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।


ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।


ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହିସବୁ ଦେଖାଇବାକୁ ଲାଗିଲେ।


ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”


Swiv nou:

Piblisite


Piblisite