ପ୍ରେରିତ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ। Gade chapit laଓଡିଆ ବାଇବେଲ5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ । Gade chapit laପବିତ୍ର ବାଇବଲ (CL) NT (BSI)5 ସେ କହିଲେ, “ପ୍ରଭୁ, ଆପଣ କିଏ?” ପୁନର୍ବାର ସେହି ବାଣୀ ଶୁଣାଗଲା, “ତୁମ୍ଭେ ଯାହାକୁ ନିର୍ଯ୍ୟାତିତ କରୁଛ, ମୁଁ ସେହି ଯୀଶୁ। Gade chapit laପବିତ୍ର ବାଇବଲ5 ଶାଉଲ କହିଲେ, “ପ୍ରଭୁ, ତୁମ୍ଭେ କିଏ?” ସେ କହିଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ। Gade chapit la |