ଆମୋଷ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେଣଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର। ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେ ଯେ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। Gade chapit laଓଡିଆ ବାଇବେଲ1 ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ। Gade chapit laପବିତ୍ର ବାଇବଲ1 ଆମୋଷଙ୍କ ବାର୍ତ୍ତା: ତକୋୟ ନଗରର ମେଷପାଳକମାନଙ୍କ ମଧ୍ୟରୁ ଆମୋଷ ଥିଲେ ଅନ୍ୟତମ। ଯେତେବେଳେ ଯିହୁଦାର ରାଜା ଉଷିୟ ଥିଲେ, ଯୋୟାଶଙ୍କ ପୁତ୍ର ଯାରବିୟାମ୍ ଇସ୍ରାଏଲର ରାଜା ଥିଲେ। ସେହି ସମୟରେ ଆମୋଷଙ୍କର ଇସ୍ରାଏଲ ବିଷୟରେ ଏକ ଦର୍ଶନ ଥିଲା। ଏହା ଥିଲା ଭୂମିକମ୍ପ ଦୁଇ ବର୍ଷର ପୂର୍ବ ଘଟଣା। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”