ଆମୋଷ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦାମାସ୍କସ୍ର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ-ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି; Gade chapit laଓଡିଆ ବାଇବେଲ3 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି; Gade chapit laପବିତ୍ର ବାଇବଲ3 ସଦାପ୍ରଭୁ ଏହି କଥା କହନ୍ତି: “ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ଯ୍ୟ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସେମାନଙ୍କୁ ଦଣ୍ତ ଦେବା। କାରଣ ସେମାନେ ଶସ୍ୟ ଦଳନ ଲୌହ ଯନ୍ତ୍ରରେ ଗିଲିୟଦର ଲୋକମାନଙ୍କୁ ଦଳନ କରିଥିଲେ। Gade chapit la |
ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”