Biblia Todo Logo
Bib sou entènèt

- Piblisite -




ଆମୋଷ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’

Gade chapit la Kopi

ପବିତ୍ର ବାଇବଲ

12 “କିନ୍ତୁ ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ସେବନ କରାଇଲ। ତୁମ୍ଭ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର ନ କରିବାକୁ କହିଲ।

Gade chapit la Kopi




ଆମୋଷ 2:12
8 Referans Kwoze  

ମାତ୍ର ବେଥେଲ୍‍ରେ ପୁନର୍ବାର ଆଉ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ତୁମ୍ଭେମାନେ ବାକ୍ୟ ପ୍ରଚାର ନ କର, “ସେମାନେ ଏପରି ପ୍ରଚାର କରନ୍ତି। ଯଦି ଏମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ ନାହିଁ” ତେବେ ଅପମାନ ଘୁଞ୍ଚିବ ନାହିଁ।


ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;


ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‌ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,


ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”


ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।


Swiv nou:

Piblisite


Piblisite