ଆମୋଷ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ଅଧିପତିସମସ୍ତଙ୍କୁ ସଂହାର କରିବା, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ3 ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ3 ମାତ୍ର ଆମ୍ଭେ ମୋୟାବର ରାଜାମାନଙ୍କୁ ହତ୍ୟା କରିବା ଏବଂ ମୋୟାବର ସମସ୍ତ ନେତାମାନଙ୍କର ଧ୍ୱଂସ କରି ପତନ ଘଟାଇବା।” ସଦାପ୍ରଭୁ ଏହା ହିଁ କହନ୍ତି। Gade chapit la |