Biblia Todo Logo
Bib sou entènèt

- Piblisite -




ଆମୋଷ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି-ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ତପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ ପାନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ସେମାନେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସେହି ବସ୍ତ୍ର ଉପରେ ବସି ଯଜ୍ଞବେଦି ନିକଟରେ ପୂଜା କରନ୍ତି। ସେମାନେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାରରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସେମାନେ ବସ୍ତ୍ରଗୁଡ଼ିକ ନେଇଯାଆନ୍ତି। ସେମାନେ ସେହି ଦରିଦ୍ରମାନଙ୍କ ଉପରେ ଅର୍ଥ ଦଣ୍ତ କରନ୍ତି ଏବଂ ସେହି ଅର୍ଥରେ ଦ୍ରାକ୍ଷାରସ କିଣି ସେମାନଙ୍କର ପରମେଶ୍ୱରଙ୍କ ମନ୍ଦିରରେ ସେବନ କରନ୍ତି।

Gade chapit la Kopi




ଆମୋଷ 2:8
17 Referans Kwoze  

ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।


ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”


କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?


ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।


ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।


ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,


ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;


ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।


ଉଚ୍ଚ ଓ ଉନ୍ନତ ପର୍ବତ ଉପରେ ତୁମ୍ଭେ ଆପଣା ଶଯ୍ୟା ପାତିଅଛ; ସେହି ସ୍ଥାନକୁ ମଧ୍ୟ ତୁମ୍ଭେ ବଳିଦାନ କରିବା ପାଇଁ ଯାଇଅଛ।


ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।


କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍‍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।


ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।


Swiv nou:

Piblisite


Piblisite