ଆମୋଷ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ। Gade chapit laଓଡିଆ ବାଇବେଲ11 ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।” Gade chapit laପବିତ୍ର ବାଇବଲ11 ତେଣୁ ସଦାପ୍ରଭୁ ମୋର ପ୍ରଭୁ କୁହନ୍ତି: “ଜଣେ ଶତ୍ରୁ ତୁମ୍ଭ ଭୂମିକୁ ବେଷ୍ଟନ କରିବ। ସେ ତୁମ୍ଭର ସମସ୍ତ ଶକ୍ତି ଅପହରଣ କରିବ। ତୁମ୍ଭେ ଯେଉଁସବୁ ଜିନିଷକୁ ପ୍ରାସାଦରେ ଲୁଗ୍ଭଇଛ, ସବୁତକ ତାଙ୍କ ଦ୍ୱାରା ଲୁଣ୍ଠିତ ହେବ।” Gade chapit la |