ଆମୋଷ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
12 ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
Gade chapit la Kopi
12 ସଦାପ୍ରଭୁ ଏହି କଥା କହନ୍ତି; ମେଷପାଳକ ଯେପରି ସିଂହ ମୁଖରୁ ଦିଓଟି ଗୋଡ଼ ଅବା କାନରୁ ଖଣ୍ତେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।
Gade chapit la Kopi
12 ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
Gade chapit la Kopi
12 ସଦାପ୍ରଭୁ ଏହା କୁହନ୍ତି: “ଯେତେବେଳେ ଗୋଟିଏ ସିଂହ ମେଣ୍ଢା ଛୁଆକୁ ଆକ୍ରମଣ କରେ ଏବଂ ତା'ପରେ ଯଦି ମେଷପାଳକ ମେଣ୍ଢା ଛୁଆକୁ ରକ୍ଷା କରିବାକୁ ଯାଏ, ସେ କେବଳ ସିଂହ ମୁହଁରୁ ଦୁଇଟି ଗୋଡ଼ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହୋଇପାରେ। ସେହିପରି, ଆମ୍ଭେ ଇସ୍ରାଏଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିୟାରେ ବସବାସ କରନ୍ତି ଏବଂ ସେମାନଙ୍କର ବିଛଣାର ଏକ କୋଣରେ କି ପଲଙ୍କର ସୋଫାରେ ବସିବାକୁ ଭଲପାନ୍ତି”
Gade chapit la Kopi