Biblia Todo Logo
Bib sou entènèt

- Piblisite -




ଆମୋଷ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏକପରାମର୍ଶ ନୋହିଲେ କି ଦୁଇ ଜଣ ଏକତ୍ର ଗମନ କରିବେ?

Gade chapit la Kopi

ଓଡିଆ ବାଇବେଲ

3 ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ ?

Gade chapit la Kopi

ପବିତ୍ର ବାଇବଲ

3 ଏକମତ ନ ହେଲେ ଦୁଇଜଣ ଏକତ୍ର ଗମନ କରିବେ ନାହିଁ।

Gade chapit la Kopi




ଆମୋଷ 3:3
7 Referans Kwoze  

ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;


ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।


“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।


ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


Swiv nou:

Piblisite


Piblisite