Biblia Todo Logo
Bib sou entènèt

- Piblisite -




ଆମୋଷ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବାସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?

Gade chapit la Kopi

ଓଡିଆ ବାଇବେଲ

4 ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ ?

Gade chapit la Kopi

ପବିତ୍ର ବାଇବଲ

4 ସିଂହଟି ଗର୍ଜନ କରେ ଯଦି ତାକୁ ଶିକାର ଦୃଶ୍ୟମାନ ହୁଏ। ଯଦି ଗୋଟିଏ ଯୁବା ସିଂହ ତା'ର ଗୁମ୍ଫାରେ ଗର୍ଜନ କରୁଛି ତେବେ ଜାଣିବ ସେ କିଛି ଗୋଟିଏ ଶିକାର ଧରିଛି।

Gade chapit la Kopi




ଆମୋଷ 3:4
7 Referans Kwoze  

ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।


ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”


ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”


କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।


ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?


ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?


Swiv nou:

Piblisite


Piblisite