ଆମୋଷ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ? Gade chapit laପବିତ୍ର ବାଇବଲ (Re-edited) - (BSI)5 ଫାନ୍ଦ ପତା ନ ଗଲେ ପକ୍ଷୀ କି ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ? Gade chapit laଓଡିଆ ବାଇବେଲ5 ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ ? Gade chapit laପବିତ୍ର ବାଇବଲ5 ଯଦି ଫାଶରେ କିଛି ଖାଦ୍ୟ ନାହିଁ, ତେବେ ପକ୍ଷୀଟିଏ ତା’ ମଧ୍ୟକୁ ପ୍ରବେଶ କରିବ ନାହିଁ। ପକ୍ଷୀକୁ କବଳିତ କରିବା ପାଇଁ ଫାଶ ଭିତରେ ଥୋପ ନ ଥିଲେ ଫାଶ ବସାଯାଏ ନାହିଁ। Gade chapit la |