Biblia Todo Logo
Bib sou entènèt

- Piblisite -




ଆମୋଷ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ନୋହିବେ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?

Gade chapit la Kopi

ଓଡିଆ ବାଇବେଲ

6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?

Gade chapit la Kopi

ପବିତ୍ର ବାଇବଲ

6 ଯଦି ନଗରରେ ତୂରୀ ବାଜି ଉଠିବ ତେବେ ଲୋକମାନେ ଭୟରେ ଥରହର ହେବେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ଯ୍ୟନ୍ତ ନଗର ମଧ୍ୟରେ କୌଣସି ଅସୁବିଧା ଘଟିବ ନାହିଁ।

Gade chapit la Kopi




ଆମୋଷ 3:6
17 Referans Kwoze  

ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।


ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।


ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।


ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।


ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ;


ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।


ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।


ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;


ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।


ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?


କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।


ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”


Swiv nou:

Piblisite


Piblisite