ଆମୋଷ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବଡ଼ଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ। Gade chapit laଓଡିଆ ବାଇବେଲ2 ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, “ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ। Gade chapit laପବିତ୍ର ବାଇବଲ2 ମୋର ପ୍ରଭୁ ସଦାପ୍ରଭୁ, ତାଙ୍କର ପବିତ୍ରତା ଦ୍ୱାରା ଶପଥ ନେଲେ ଏବଂ କହିଲେ, ଭବିଷ୍ୟତରେ ଲୋକମାନେ ତେଣ୍ଟା ବ୍ୟବାହାର କରିବେ ଏବଂ ତୁମ୍ଭମାନଙ୍କୁ ବନ୍ଦୀ ପରି ନେଇଯିବେ। ସେମାନେ ବନଶି କଣ୍ଟା ବ୍ୟବହାର କରି ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକକୁ ନେଇଯିବେ। Gade chapit la |