Biblia Todo Logo
Bib sou entènèt

- Piblisite -




ଆମୋଷ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ସ୍ତ୍ରୀଲୋକମାନେ କାନ୍ଥଗୁଡ଼ିକ ଭାଙ୍ଗି ବାହାରି ଆସିବେ ଏବଂ ସେମାନେ ହର୍ମୋଣ ଭିତରକୁ ନିକ୍ଷେପ ହେବେ। ସଦାପ୍ରଭୁ ଏହା କହନ୍ତି:

Gade chapit la Kopi




ଆମୋଷ 4:3
12 Referans Kwoze  

ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।


ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବୋହି ବାହାରି ଯିବ; ଲୋକମାନେ ବୋହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।


ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?


ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।


କାରଣ ସେହି ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ହସ୍ତନିର୍ମିତ ରୌପ୍ୟପ୍ରତିମା ଓ ସ୍ୱର୍ଣ୍ଣ-ପ୍ରତିମାରୂପ ପାପବସ୍ତୁ ପକାଇ ଦେବ।


ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;


ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।


ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରିଆସି ରାଜାଙ୍କୁ ସମ୍ବାଦ ଦେଲେ।


ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।


ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।


ଏଥିପାଇଁ ସେମାନେ ଏବେ ପ୍ରଥମ ନିର୍ବାସିତ ଲୋକମାନଙ୍କ ସହିତ ନିର୍ବାସିତ ହେବେ ଓ ଶରୀର ଲମ୍ବକାରୀମାନଙ୍କର ହର୍ଷନାଦ ଲୁପ୍ତ ହେବ।”


Swiv nou:

Piblisite


Piblisite