Biblia Todo Logo
Bib sou entènèt

- Piblisite -




ଆମୋଷ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ କଲନୀକି ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼ ?

Gade chapit la Kopi

ପବିତ୍ର ବାଇବଲ

2 ଯାଅ କଲନୀକୁ ଦେଖ, ସେହି ସ୍ଥାନରୁ ମହାନ ନଗର ହମାତକୁ ଯାଅ। ତା'ପରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ। ସେହିସବୁ କି ଏହି ରାଜ୍ୟଗୁଡ଼ିକ ଅପେକ୍ଷା ଭଲ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ରାଜ୍ୟ ଅପେକ୍ଷା ବଡ଼।

Gade chapit la Kopi




ଆମୋଷ 6:2
19 Referans Kwoze  

ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?


ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଓ ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?


ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍‍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।


ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ


ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”


ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,


ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।


ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍‍ର ପ୍ରବେଶ ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।


ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।


ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।


ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।


ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”


ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,


Swiv nou:

Piblisite


Piblisite