ଆମୋଷ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର ! ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ। Gade chapit laଓଡିଆ ବାଇବେଲ2 ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର ! ଯାକୁବ କିପରି ଠିଆ ହେବ ? କାରଣ ସେ ସାନ।” Gade chapit laପବିତ୍ର ବାଇବଲ2 ପଙ୍ଗପାଳ ଦଳ ରାଜ୍ୟର ସମସ୍ତ ତୃଣ ଖାଇଗଲେ। ତା'ପରେ ମୁଁ କହିଲି, “ହେ ମୋର ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କେବେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।” Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”