ଆମୋଷ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ଏହା ହେବ ନାହିଁ, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ3 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ3 ତା'ପରେ ସଦାପ୍ରଭୁ ତାଙ୍କର ମନ ପରିବର୍ତ୍ତନ କଲେ ଏବଂ କହିଲେ, “ଏହା ଘଟିବ ନାହିଁ।” Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”