ଆମୋଷ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)4 ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ଵାରା ବିବାଦ କରିବା ପାଇଁ ଆହ୍ଵାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା। Gade chapit laଓଡିଆ ବାଇବେଲ4 ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥା’ନ୍ତା। Gade chapit laପବିତ୍ର ବାଇବଲ4 ମୋର ପ୍ରଭୁ ସଦାପ୍ରଭୁ ମୋତେ ଏହିସବୁ ଦେଖାଇଲେ। ମୁଁ ଦେଖିଲି ପ୍ରଭୁ ସଦାପ୍ରଭୁ ବିଗ୍ଭର ପାଇଁ ଅଗ୍ନିକୁ ଡକାଇଲେ। ସେହି ଅଗ୍ନି ମହାସାଗରକୁ ଧ୍ୱଂସ କଲା। ସେ ପୃଥିବୀକୁ ମଧ୍ୟ ଶେଷ କରିବାକୁ ଆରମ୍ଭ କଲା। Gade chapit la |