ଆମୋଷ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ତାହା ମଧ୍ୟ ହେବ ନାହିଁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି। Gade chapit laଓଡିଆ ବାଇବେଲ6 ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ତାହା ମଧ୍ୟ ହେବ ନାହିଁ,” ପ୍ରଭୁ ସଦାପ୍ରଭୁ ଏହା କହନ୍ତି। Gade chapit laପବିତ୍ର ବାଇବଲ6 ତା'ପରେ ସଦାପ୍ରଭୁ ଏବିଷୟରେ ତାଙ୍କର ମନ ପରିବର୍ତ୍ତନ କଲେ। ସଦାପ୍ରଭୁ ପରମେଶ୍ୱର କହିଲେ, “ତାହା ଘଟିବ ନାହିଁ।” Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”