ଆମୋଷ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ କହିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗ୍ରୀଷ୍ମକାଳୀନ ଏକ ଡାଲା ଫଳ। ତେବେ ସଦାପ୍ରଭୁ ମୋତେ କହିଲେ, ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ। Gade chapit laଓଡିଆ ବାଇବେଲ2 ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ। Gade chapit laପବିତ୍ର ବାଇବଲ2 ସଦାପ୍ରଭୁ ମୋତେ ପଗ୍ଭରିଲେ, “ହେ ଆମୋଷ, ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ଏକଡାଲା ଗ୍ରୀଷ୍ମକାଳୀନ ଫଳ ଦେଖୁଛି।” ତା'ପରେ ସଦାପ୍ରଭୁ କହିଲେ, “ଆମ୍ଭର ଇସ୍ରାଏଲ ଲୋକମାନଙ୍କ ପାଇଁ ଶେଷ ସମୟ ଆସିଛି। ଆମ୍ଭେ ଏଣିକି ସେମାନଙ୍କର ପାପଗୁଡ଼ିକ ଦେଖି ପାରିବା ନାହିଁ। Gade chapit la |
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।