ଆମୋଷ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ? Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ-ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ? Gade chapit laଓଡିଆ ବାଇବେଲ5 “ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ ? Gade chapit laପବିତ୍ର ବାଇବଲ5 ତୁମ୍ଭେ ବ୍ୟବସାୟୀଗଣ କହୁଛ, “କେତେବେଳେ ଅମାବାସ୍ୟା ଗତ ହେବ ଓ ଆମ୍ଭେମାନେ ଆମ୍ଭର ଶସ୍ୟ ବୀକ୍ରି କରିବୁ? ପୁଣି କେତେବେଳେ ବିଶ୍ରାମ ଦିନ ଗତ ହେବ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭେମାନେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ୟ ବୃଦ୍ଧି କରିବୁ। ଆମ୍ଭେମାନେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ। Gade chapit la |