ଆମୋଷ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ। Gade chapit laଓଡିଆ ବାଇବେଲ8 ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ। Gade chapit laପବିତ୍ର ବାଇବଲ8 ସେହି ଯୋଗୁଁ ସମଗ୍ରଦେଶ ଥରିବ। ସେହି ରାଜ୍ୟରେ ବାସ କରୁଥିବା ପ୍ରତ୍ୟେକ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶର ନୀଳନଦୀ ପରି ସମଗ୍ର ଦେଶଟିର ଉତ୍ଥାପନ ପତନ ଘଟିବ। ଆଉ ଦେଶଟି ଆନ୍ଦୋଳିତ ହେବ।” Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।