ଆମୋଷ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, ଦ୍ଵାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ତାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ତ ଖଣ୍ତ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ଼୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ। Gade chapit laଓଡିଆ ବାଇବେଲ1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ। Gade chapit laପବିତ୍ର ବାଇବଲ1 ସେ କହିଲେ, ମୁଁ ମୋର ପ୍ରଭୁଙ୍କୁ ଯଜ୍ଞବେଦି ଉପରେ ଦଣ୍ଡାୟମାନ ହେବାର ଦେଖିଲି। ସେ କହିଲେ, “ସ୍ତମ୍ଭର ଅଗ୍ରଭାଗକୁ ଆଘାତ କର ଯେପରିକି ଅଟ୍ଟାଳିକାର ଦ୍ୱାର ଦେଶ ଥରି ଉଠିବ। ସ୍ତମ୍ଭଟିକୁ ଲୋକମାନଙ୍କ ମୁଣ୍ତ ଉପରେ ପକାଅ। ଯଦି ଏଥିରୁ କେହି ବଞ୍ଚିବ ଆମ୍ଭେ ତାକୁ ଖଡ଼୍ଗରେ ଚ୍ଛେଦନ କରିବା। ଦୌଡ଼ି ଯାଇଥିବା ଲୋକ ମଧ୍ୟ ରକ୍ଷା ପାଇବ ନାହିଁ। ଜଣେ ହେଲେ ବଞ୍ଚିବେ ନାହିଁ। Gade chapit la |